ନୁତନ ଆରକ୍ଷୀ ଅଧୀକ୍ଷକଙ୍କୁ ସ୍ବାଗତ କଲା ଜିଲ୍ଲା ୱେବ୍ ମିଡିଆ ସଂଘ - ବୌଦ୍ଧ

ନୁତନ ଆରକ୍ଷୀ ଅଧୀକ୍ଷକଙ୍କୁ ସ୍ବାଗତ କଲା ଜିଲ୍ଲା ୱେବ୍ ମିଡିଆ ସଂଘ - ବୌଦ୍ଧ
ରିପୋର୍ଟ- ଭରତ ଡାଙ୍ଗ 
ବୌଦ୍ଧ/ବୌଦ୍ଧ ଜିଲ୍ଲା ୱେବ୍ ମିଡିଆ ସଂଘ ପକ୍ଷରୁ ଶନିବାର ଦିନ ୧୧.୩୦ ମିନିଟ ସମୟରେ  ବୌଦ୍ଧ ଜିଲ୍ଲାର ନୂତନ ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି | ଜିଲ୍ଲା ୱେବ୍ ମିଡିଆ ସାମ୍ବାଦିକ ସଂଘର କର୍ମକର୍ତ୍ତା ଓ ସଦସ୍ୟ ମାନେ ଶ୍ରୀ ନାଗରାଜଙ୍କୁ ସୌଜନ୍ୟ ମୁଳକ ସାକ୍ଷାତ କରି ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ | ଜିଲ୍ଲାରେ ଶାନ୍ତି ଶୃଙ୍ଖଳା ରକ୍ଷା ଓ ଅପରାଧୀକ କାର୍ଯ୍ୟକଳାପ ରୋକିବା ଦିଗରେ ଆରକ୍ଷୀ ଅଧୀକ୍ଷକ ଗଣମାଧ୍ୟମର ସହଯୋଗ କାମନା କରିଥିଲେ |

Comments

Popular posts from this blog

କାହିଁକି ମାଝୀ

ଝରିଗାଁ ବ୍ଲକରେ ଫେଲ ମାରିଛି ଆବାସ ଯୋଜନା।

ଚ଼ଣ୍ଡିଆପଲ୍ଲୀ ରେ ଜଗଦ୍ଧାତ୍ରୀ ପୂଜା ଅନୁଷ୍ଠିତ